Psalms 136:16 — Compare Translations

5 translations compared side by side

Odia - 1840
"ପରମେଶ୍ବର ମରୁଭୂମି ଦଇେ ଆପଣା ଲୋକମାନଙ୍କୁ ଆଗଇେ ନଲେେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମରୁଭୂମି ଦେଇ ଆପଣା ଲୋକମାନଙ୍କୁ ଆଗେଇ ନେଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।