Psalms 136:17 — Compare Translations

5 translations compared side by side

Odia - 1840
"ପରମେଶ୍ବର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia IRV 2017 (ଓଡିଆ ବାଇବେଲ)
ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;