Psalms 136:19 — Compare Translations

5 translations compared side by side

Odia - 1840
"ପରମେଶ୍ବର ଇ ମାରେୀଯମାନଙ୍କର ରାଜା ସୀହାନକେୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇମୋରୀୟମାନଙ୍କର ରାଜା ସୀହୋନକୁ ପରାସ୍ତ କଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia IRV 2017 (ଓଡିଆ ବାଇବେଲ)
ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;