Psalms 136:2 — Compare Translations
5 translations compared side by side
Odia - 1840
"ଦବେତାମାନଙ୍କର ଦବେତାର ପ୍ରଶଂସା କର। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ଦେବତାମାନଙ୍କର ଦେବତାର ପ୍ରଶଂସା କର। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।