Psalms 136:22 — Compare Translations
5 translations compared side by side
Odia - 1840
"ପରମେଶ୍ବର ସହେି ଭୂମିକୁ ଇଶ୍ରାୟେଲଙ୍କୁ ଦାନ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ଭୂମିକୁ ଇସ୍ରାଏଲଙ୍କୁ ଦାନ କଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia IRV 2017 (ଓଡିଆ ବାଇବେଲ)
ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;