Psalms 136:24 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।