Psalms 136:25 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ୟୋଗାନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।