Psalms 136:26 — Compare Translations

5 translations compared side by side

Odia - 1840
"ସ୍ବର୍ଗର ପରମେଶ୍ବରଙ୍କ ପ୍ରଶଂସା କର!ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗର ପରମେଶ୍ୱରଙ୍କ ପ୍ରଶଂସା କର! ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।