Psalms 136:3 — Compare Translations

5 translations compared side by side

Odia - 1840
"ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।