Psalms 136:4 — Compare Translations

5 translations compared side by side

Odia - 1840
"ୟେ ଆଶ୍ଚର୍ୟ୍ଯକାର୍ୟ୍ଯମାନ କରନ୍ତି, ତାଙ୍କର ପ୍ରଶଂସା କର। ତାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଆଶ୍ଚର୍ଯ୍ୟକାର୍ଯ୍ୟମାନ କରନ୍ତି, ତାହଙ୍କର ପ୍ରଶଂସା କର। ତାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।