Psalms 136:5 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ)
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।