Psalms 136:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ୟେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।