Psalms 136:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମହାନ ଜ୍ୟୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।