Psalms 136:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ଦିବସରେ କତ୍ତୃର୍ତ୍ବ କରିବା ପାଇଁ ସୂର୍ୟ୍ଯକୁ ସୃଷ୍ଟି କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ ସୃଷ୍ଟି କଲେ, ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।