Psalms 136:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ରାତ୍ରିରେ କତ୍ତୃର୍ତ୍ବ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।