Psalms 137:1 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ବାବିଲୀଯ ନଦୀ ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସଠାେରେ ବସି ରୋଦନ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ବାବିଲୀୟ ନଦୀ-ମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ ସେଠାରେ ବସି ରୋଦନ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।