Psalms 137:2 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ସଠାେରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।