Psalms 137:3 — Compare Translations

5 translations compared side by side

Odia - 1840
"ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସମାନେେ ଚାହିଁଲେ। ସମାନଙ୍କେର ମନୋରଞ୍ଜନ କରିବାକୁ ସମାନେେ ଆମ୍ଭମାନଙ୍କୁ ଡାକିଲେ: ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ। ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ: “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
Odia IRV 2017 (ଓଡିଆ ବାଇବେଲ)