Psalms 137:4 — Compare Translations
5 translations compared side by side
Odia - 1840
"କିନ୍ତୁ ଆମ୍ଭମାନେେ ସଦାପ୍ରଭୁଙ୍କର ଗୀତ କିପରି ବିଦେଶରେ ଗାନ କରିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି ବିଦେଶରେ ଗାନ କରି ପାରିବା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?