Psalms 137:6 — Compare Translations
5 translations compared side by side
Odia - 1840
"ହେ ୟିରୁଶାଲମ, ୟଦି ମୁଁ ତୁମ୍ଭକୁ କବେେ ଭୁଲେ, ତବେେ ମାରେ କାମନା କି ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ କେବେ ଭୁଲେ, ତେବେ ମୋର କାମନା କି ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ। ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ।