Psalms 137:7 — Compare Translations

5 translations compared side by side

Odia - 1840
"ମୁଁ ପ୍ରତିଜ୍ଞା କରୁଅଛି ୟେ, ୟିରୁଶାଲମ ସର୍ବଦା ମାରେ ଆନନ୍ଦ ଧାମ ହାଇେ ରହିବ। ହେ ସଦାପ୍ରଭୁ, ଇଦୋମୀଯମାନଙ୍କୁ ସ୍ମରଣ କର ଏବଂ ୟିରୁଶାଲମ ଅବରୋଧ ହବୋ ସମୟ ସମାନେେ ୟାହା କଲେ ସେଥିପାଇଁ ସମାନଙ୍କେୁ ଦଣ୍ଡିତ କର। ସ୍ମରଣ କର ସମାନେେ କିପରି ଚିତ୍କାର କଲେ, ଏହି କୋଠାଘରକୁ ଧ୍ବଂସ କର!ସମାନଙ୍କେୁ ଟାଣିଆଣି ଧୂଳିରେ ମିଶାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର। ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର! ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”