Psalms 137:9 — Compare Translations
5 translations compared side by side
Odia - 1840
"ମୁଁ ୟେ କୌଣସି ବ୍ଯକ୍ତିକୁ ଆଶୀର୍ବାଦ ଦବେି, ୟିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସମାନଙ୍କେୁ ପଥରରେ ପିଟି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।