Psalms 138:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମୁଁ ମାରେ ହୃଦଯ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦବେତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି।