Psalms 138:5 — Compare Translations

5 translations compared side by side

Odia - 1840
"ସମାନେେ ସଦାପ୍ରଭୁଙ୍କର ପଥ ବିଷଯରେ ଗାନ କରିବେ, କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ, କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
Odia IRV 2017 (ଓଡିଆ ବାଇବେଲ)
ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍।