Psalms 138:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ଯ ଅଟନ୍ତି। କିନ୍ତୁ ଏପର୍ୟ୍ଯନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ'ଣ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି। କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।