Psalms 138:7 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ୟଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମାେତେ ଜୀବିତ ରଖ। ୟଦି ମାରେ ଶତ୍ରୁଗଣ ତବେେ ମାେ ଉପରେ କୋର୍ଧ କରନ୍ତି, ତୁମ୍ଭେ ସମାନଙ୍କେଠାରୁ ମାେତେ ବଞ୍ଚାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ। ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।