Psalms 138:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।