Psalms 139:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ। ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।