Psalms 139:10 — Compare Translations

5 translations compared side by side

Odia - 1840
"ସଠାେରେ ମଧ୍ଯ ତୁମ୍ଭର ହସ୍ତ ମାେତେ ଆଗକୁ ନଇେଥାନ୍ତା ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମାେତେ ଧରିଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ମଧ୍ୟ ତୁମ୍ଭର ହସ୍ତ ମୋତେ ଆଗକୁ ନେଇଥା’ନ୍ତା ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମୋତେ ଧରିଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।