Psalms 139:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭେ ମାରେ ସମଗ୍ର ଅଂଶକୁ ତିଆରି କଲ। ତୁମ୍ଭେ ମାେତେ ମାେ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ। ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।