Psalms 139:14 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ଯବାଦ ଦିଏ କାରଣ ତୁମ୍ଭେ ମାେତେ ଏଭଳି ଏକ ଆଶ୍ଚର୍ୟ୍ଯଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ୟେ, ତୁମ୍ଭର କାମ ଅଦ୍ଭୁତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।