Psalms 139:15 — Compare Translations
5 translations compared side by side
Odia - 1840
"ଯେତବେେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତବେେଳେ ମାରେ ଗଠିତ ହେଉଥିଲା, ସେତବେେଳେ ତୁମ୍ଭେ ମାରେ ଅସ୍ଥି ପିଞ୍ଜରାକୁ ଦେଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା, ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।