Psalms 139:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ପ୍ରେତ୍ୟକକ ଦିନ ମାରେ ଶରୀରର ବୃଦ୍ଧିକୁ ମାରେ ମାତୃଗର୍ଭରେ ଦେଖିଲ। ତୁମ୍ଭ ପ୍ରେତ୍ୟକକ ଅଙ୍ଗ ପ୍ରତ୍ଯଙ୍ଗକୁ ମାେ ତାଲିକାଭୁକ୍ତ କଲ ଏବଂ ସଗେୁଡ଼ିକ ମଧ୍ଯରୁ ଗୋଟିଏ ହେଲେ ବି ବାଦ୍ ଦଇେ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ। ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।