Psalms 139:17 — Compare Translations
5 translations compared side by side
Odia - 1840
"ପରମେଶ୍ବର, ତୁମ୍ଭର ଚିନ୍ତାଧାରା ମାେ ପାଇଁ ବୁଝିବା କଷ୍ଟକର ଅଟେ। ତହିଁରେ ସଗେୁଡ଼ିକ ଗଣନା କରାୟାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ। ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!