Psalms 139:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ୟାହା କିଛି ଜାଣ, ସେ ସବୁକୁ ୟଦି ମୁଁ ଗଣିପାରୁଥା'ନ୍ତି, ତା' ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହବେ, କିନ୍ତୁ ୟଦି ମୁଁ ତାହା ଗଣିପାରିବି, ତା' ହେଲେ ମୁଁ ତୁମ୍ଭକୁ ଏପର୍ୟ୍ଯନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା'ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ, କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।