Psalms 139:19 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଦୁଷ୍ଟ ଲୋକମାନଙ୍କୁ ହତ୍ଯା କର। ହେ ହତ୍ଯାକାରୀଗଣ, ମାଠାରୁେ ତୁମ୍ଭେ ଦୂରଇେ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କୁ ହତ୍ୟା କର। ହେ ହତ୍ୟାକାରୀଗଣ, ମୋ’ଠାରୁ ତୁମ୍ଭେ ଦୂରେଇ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ।