Psalms 139:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ। ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।