Psalms 139:20 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିଷଯରେ ଖରାପ ମନ୍ତବ୍ଯ ଦେଉଛନ୍ତି। ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିଷୟରେ ଖରାପ ମନ୍ତବ୍ୟ ଦେଉଛନ୍ତି। ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି।