Psalms 139:21 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସହେି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ୟାଆନ୍ତି, ସହେି ଲୋକମାନେ ମାରେ ଶତ୍ରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ?