Psalms 139:22 — Compare Translations
5 translations compared side by side
Odia - 1840
"ମୁଁ ସମାନଙ୍କେୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ। ତୁମ୍ଭର ଶତ୍ରୁ ମଧ୍ଯ ମାରେ ଶତ୍ରୁ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ। ତୁମ୍ଭର ଶତ୍ରୁ ମଧ୍ୟ ମୋର ଶତ୍ରୁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।