Psalms 139:23 — Compare Translations

5 translations compared side by side

Odia - 1840
"ପରମେଶ୍ବର, ମାେ ପ୍ରତି ଦୃଷ୍ଟି ଦିଅ ଏବଂ ମାରେ ମନ କଥା ପଢ଼। ମାେତେ ପରୀକ୍ଷା କର ଏବଂ ମାେ ହୃଦଯକୁ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼। ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;