Psalms 139:24 — Compare Translations

5 translations compared side by side

Odia - 1840
"ଏହା ନିଶ୍ଚିତ କର ୟେ, ମୁଁ କୌଣସି ଦୁଷ୍ଟତାର ବାଟରେ ୟାଇ ନାହିଁ। ମାେତେ ସହେି ବାଟରେ ଆଗଇେ ନିଅ, ୟାହା ସବୁଦିନ ପାଇଁ ସତ୍ଯ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ନିଶ୍ଚିତ କର ଯେ, ମୁଁ କୌଣସି ଦୁଷ୍ଟତାର ବାଟରେ ଯାଇ ନାହିଁ। ମୋତେ ସେହି ବାଟରେ ଆଗେଇ ନିଅ, ଯାହା ସବୁଦିନ ପାଇଁ ସତ୍ୟ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।