Psalms 139:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ୟାଏ ଏବଂ କେତବେେଳେ ମୁଁ ତଳେ ପଡ଼େ। ମୁଁ ୟାହା କିଛି କରୁଛି ତାହାସବୁ ତୁମ୍ଭେ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ। ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ।