Psalms 139:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭେ ମାରେ ଚତୁପାଶର୍‌ବରେ ଅଛ, ମାେ ଆଗରେ ଓ ପଛରେ ଅଛ। ତୁମ୍ଭେ ଆପଣା ସୁରକ୍ଷାର ହାତ ମାେ ଉପରେ ରଖିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ। ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ।