Psalms 139:6 — Compare Translations
5 translations compared side by side
Odia - 1840
"ମୁଁ ଆଶ୍ଚର୍ୟ୍ଯ ହୁଏ ୟେ, ତୁମ୍ଭେ ୟାହାସବୁ ଜାଣ। ମୁଁ ତାକୁ ବୁଝିପାରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ। ମୁଁ ତାକୁ ବୁଝିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ।