Psalms 139:7 — Compare Translations
5 translations compared side by side
Odia - 1840
"ମୁଁ ୟୁଆଡ଼େ ୟାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ। ମୁଁ ତୁମ୍ଭର ଉପସ୍ଥିତିରୁ ଖସିୟାଇ ପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ। ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?