Psalms 139:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମୁଁ ୟଦି ପୂର୍ବକୁ ୟାଏଁ ଯେଉଁଠାରେ ସୂର୍ୟ୍ଯ ଉଦଯ ହେଉଅଛି। ୟଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ୟାଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରା; ସୀମାରେ ବାସ କରେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ଯଦି ପୂର୍ବକୁ ଯାଏ ଯେଉଁଠାରେ ସୂର୍ଯ୍ୟ ଉଦୟ ହେଉଅଛି। ଯଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ଯାଏ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତସୀମାରେ ବାସ କରେ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ;