Psalms 14:1 — Compare Translations

5 translations compared side by side

Odia - 1840
"ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ। ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।” ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।