Psalms 14:3 — Compare Translations
5 translations compared side by side
Odia - 1840
"କିନ୍ତୁ ପ୍ରେତ୍ୟକକ ମଣିଷ ଆଜି ପରମେଶ୍ବରଙ୍କଠାରୁ ଦୂରଇେ ୟାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହାଇେଛନ୍ତି। ଜଣେ ବି କହେି ଆଜି ଭଲ କାର୍ୟ୍ଯ କରୁଥିବା ଲୋକ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରତ୍ୟେକ ମଣିଷ ଆଜି ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି। ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।