Psalms 14:4 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ମାରେ ଅନକେ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସହେି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହାଇେ ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।